www.samajalive.in
Monday, December 8, 2025
27.1 C
Bhubaneswar

ପୁଲିସ ହାତ​‌ରେ ଧରାପଡିଲେ ଲୁଟେରା ଗ୍ୟାଙ୍ଗ

ଢେଙ୍କାନାଳ : କାମାକ୍ଷାନଗର ଓ ଏହାର ଆଖପାଖ ଅଞ୍ଚଳରେ ଆତଙ୍କରାଜ ଚଳାଇଥିବା ଏକ ଡକାୟତ ଗ୍ୟାଙ୍ଗକୁ ପୁଲିସ ଗିରଫ କରିବା​‌ରେ ସଫଳ ହୋଇଛି। ଏହି ଗ୍ୟାଙ୍ଗ ଗତ ମାସକ ମଧ୍ୟରେ ସାରୁଆଳି ଜଙ୍ଗଲ ରାସ୍ତାରୁ ଦମ୍ପତିଙ୍କ ଠାରୁ ସୁନା ଚେନ ଲୁଟ, ମାଇକ୍ରୋ ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କ ଠାରୁ ଲୁଟ କରିଥିଲେ। ଏହା ସହ ସହରର ଅନେକ ଅଞ୍ଚଳରୁ ଲୁଟ କରିବା ସହ ଭୁବନେଶ୍ବରରେ ମଧ୍ୟ ଆତଙ୍କରାଜ ଚଳାଇଥିବା ଜଣାପଡିଛି। ଏହି ସମସ୍ତ ଘଟଣା ସମ୍ପର୍କରେ ପୁଲିସ ସୂଚନା ଦେଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories