www.samajalive.in
Friday, December 12, 2025
27.1 C
Bhubaneswar

ଇମ୍ରାନ୍‌ଙ୍କ ବିରୋଧରେ ଗିରଫ ପରୱାନା

ଇସଲାମାବାଦ୍‌ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ଇସଲାମବାଦ୍‌ର ଏକ ଅଦାଲତ ଗିରଫ ପରୱାନା ଜାରି କରିଛନ୍ତି । ଗତ ଅଗଷ୍ଟ ୨୦ରେ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବା ସମୟରେ ଇମ୍ରାନ୍‌ ଜନୈକ ମହିଳା ବିଚାରପତିଙ୍କ ସମ୍ପର୍କରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ଏହି ଗିରଫ ପରୱାନା ଜାରି ହୋଇଛି। ସୂଚନାଥାଉ କି ଏହି ମାମଲାରେ ପୂର୍ବରୁ ଇମ୍ରାନ୍‌ ଇସଲାମାବାଦ୍‌ ହାଇକୋର୍ଟରେ ଏକ ସତ୍ୟପାଠ ଦାଖଲ କରି ନିଜ ଭୁଲ୍ ସ୍ବୀକାର କରିବା ସହ ଭବିଷ୍ୟତରେ ଏପରି କରିବେ ନାହିଁ ବୋଲି ସତ୍ୟପାଠ ଦାଖଲ କରି ସାରିଛନ୍ତି।

Hot this week

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

Related Articles

Popular Categories