www.samajalive.in
Saturday, December 6, 2025
19.1 C
Bhubaneswar

ଶିକ୍ଷକଙ୍କ ଆତ୍ମହତ୍ୟା ମାମଲାରେ କୋରାପୁଟ ଡିଇଓ ଗିରଫ

କୋରାପୁଟ: କୋରାପୁଟ ଜିଲା ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କ ସରକାରୀ ବାସଭବନରେ ଶିକ୍ଷକ ଚିତ୍ତରଞ୍ଜନ ପଣ୍ଡାଙ୍କ ଆତ୍ମହତ୍ୟା ମାମଲାରେ ଖୋଦ୍ ଡିଇଓ ପ୍ରମୋଦ ପଣ୍ଡା ଗିରଫ ହୋଇଛନ୍ତି। ଶୁକ୍ରବାର କୋରାପୁଟ ପୁଲିସ ସ୍ପେଶାଲ ସ୍କ୍ୱାର୍ଡ଼ ତାଙ୍କୁ କଟକରୁ ଗିରଫ କରିଛନ୍ତି। ମୃତଦେହ ନିକଟରୁ ଜବତ ହୋଇଥିବା ସୁଇସାଇଡାଲ ନୋଟ ଆଧାରରେ ପୁଲିସ ପ୍ରମୋଦ ପଣ୍ଡାଙ୍କୁ ଗିରଫ କରିଛି। ଏହି ଘଟଣାରେ ପୂର୍ବରୁ ପୁଲିସ ୨ଜଣଙ୍କୁ ଗିରଫ କରିଥିଲା।

ସୂଚନାଯୋଗ୍ୟ, ଗତ ଡିସେମ୍ବର ୮ ତାରିଖରେ ଶିକ୍ଷକ ଚିତ୍ତରଞ୍ଜନ ପଣ୍ଡାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଥିଲା। ସେ ମାନସିକ ଚାପରୁ ଆତ୍ମହତ୍ୟା କରୁଛନ୍ତ ବୋଲି ସୁଇସାଇଡାଲ ନୋଟ୍ ତାଙ୍କ ମୃତଦେହ ନିକଟରୁ ମିଳିଥିଲା। ସୁଇସାଇଡାଲ ନୋଟରେ ସେ ଡିଇଓଙ୍କ ସହ ଅନ୍ୟ ୮ଜଣଙ୍କୁ ଦାୟୀ କରିଥିଲେ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories