www.samajalive.in
Saturday, December 6, 2025
19.1 C
Bhubaneswar

ଆସନ୍ତାକାଲି ଓଡ଼ିଶା ଆସିବେ ଅରୁଣ ଗୋଭିଲ୍‌‌

ଭୁବନେଶ୍ୱର: ଓଡ଼ିଶାରେ ନିର୍ବାଚନ ପ୍ରଚାର ଲାଗି କେନ୍ଦ୍ରୀୟ ନେତାଙ୍କ ଆଗମନ ଜାରି ରହିଛି। ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପ୍ରଚାର ଲାଗି ଓଡ଼ିଶା ଆସିଥିବା ବେଳେ କାଲି ଆସିବେ ରାମାୟଣ ସିରିଏଲର ରାମ ବା ବିଜେପି ନେତା ଅରୁଣ ଗୋଭିଲ୍‌‌। ଓଡ଼ିଶା ଗସ୍ତରେ ଆସି ୪ଟି ସ୍ଥାନରେ ହେବାକୁ ପ୍ରଚାର କରିବେ। ଚମ୍ପୁଆ, ତେଲକୋଇ, ଢେଙ୍କାନାଳ, ବାଲିପାଟଣାରେ ପ୍ରଚାର କରିବେ ଅରୁଣ। ଏହାପରେ ୨୩ରେ ଆସିବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। କରଞ୍ଜିଆ, ଧାମନଗର, ବଡଚଣା, ବାଲିକୁଦାରେ ସଭା କରିବେ ଜେପି ନଡ୍ଡା। ସେହିପରି ସାଲେପୁର ଓ ଚିଲିକାରେ ଜନସଭାରେ ସାମିଲ ହେବେ ଯୋଗୀ ଆଦିତ୍ୟନାଥ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories