www.samajalive.in
Tuesday, December 9, 2025
26.1 C
Bhubaneswar

୩୯୬ ଭୋଟରେ ଜିତିଲେ ଅରୁଣ

ନୟାଗଡ : ନୟାଗଡ ବିଧାନସଭା ଆସନରେ ଜିତିଲେ ବିଜେଡି ପ୍ରାର୍ଥୀ ଅରୁଣ ସାହୁ । ବିଜେପି ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ବରୀ ସିଂହଙ୍କୁ ୩୯୬ ଭୋଟରେ ହରାଇ ବିଜୟ ଲାଭ କରିଛନ୍ତି ଅରୁଣ ସାହୁ । ଅରୁଣ ସାହୁଙ୍କୁ ୮୧ ହଜାର ୪୭୦ ଭୋଟ୍ ମିଳିଥିବାବେଳେ ପ୍ରତ୍ୟୁଷାଙ୍କୁ ୮୧ ହଜାର ୭୪ ଭୋଟ୍ ମିଳିଛି ।

Hot this week

ଭାରତର ଦ୍ୱିତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ଦ୍ୱିତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories