www.samajalive.in
Saturday, December 6, 2025
26.1 C
Bhubaneswar

ଇଡି ହେପାଜତରେ ବିଗିଡ଼ିଲା କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ହେପାଜତରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି। କେଜ୍ରିୱାଲଙ୍କ ରକ୍ତ ଶର୍କରା ପରିମାଣ ଲଗାତର ଭାବେ କମ୍‌ ବେଶୀ ହେଉଛି। ଅରବିନ୍ଦ କେଜ୍ରିୱାଲଙ୍କ ଶର୍କରା ସ୍ତର ୪୬କୁ ଖସି ଆସିଛି। ତେବେ ରକ୍ତ ଶର୍କରା ସ୍ତର ଏତେ କମ୍ ହେବା ଅତ୍ୟନ୍ତ ବିପଜ୍ଜନକ ହୋଇପାରେ ବୋଲି ଡାକ୍ତରମାନେ କହିଛନ୍ତି।

 

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories