www.samajalive.in
Sunday, December 7, 2025
23.1 C
Bhubaneswar

କେଜ୍ରିଓ୍ଵାଲଙ୍କୁ ଜାମିନ ସତ୍ୟର ବିଜୟ – ଆମ୍ ଆଦମୀ ପାର୍ଟି

ଡେସ୍କ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ମଧ୍ୟବର୍ତ୍ତିକାଳୀନ ଜାମିନ ଦେବା ପାଇଁ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ଆମ୍ ଆଦମୀ ପାର୍ଟି ଗଣତନ୍ତ୍ର ଓ ସମ୍ବିଧାନର ବିଜୟ ବୋଲି ପ୍ରଶଂସା କରିଛି। ଆମ୍ ଆଦମୀ ପାର୍ଟିର ବରିଷ୍ଠ ନେତା ଗୋପାଳ ରାୟ କହିଛନ୍ତି ଯେ ସମ୍ବିଧାନରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସୁପ୍ରିମକୋର୍ଟ ଆଶାର କିରଣ ଦେଇଛନ୍ତି। ଆପ୍ ନେତା ଆତିଶୀ କହିଛନ୍ତି, କେଜ୍ରିୱାଲଙ୍କୁ ମଧ୍ୟବର୍ତ୍ତିକାଳୀନ ଜାମିନ ଦେବା ପାଇଁ ସୁପ୍ରିମକୋର୍ଟଙ୍କ ରାୟ ପ୍ରମାଣିତ କରିଛି ଯେ ସତ୍ୟର ବିଜୟ ହୋଇଛି।

୭୭ତମ କାନ୍ସ ଫିଲ୍ମ ଉତ୍ସବରେ ଆୟୋଜିତ ହେବ ‘ଭାରତ ପର୍ବ’

- Advertisement -

କଂଗ୍ରେସ ନେତା ପୱନ ଖେରା ମଧ୍ୟ ସୁପ୍ରିମକୋର୍ଟଙ୍କ ରାୟକୁ ସ୍ୱାଗତ କରିବା ସହ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମଧ୍ୟ ନ୍ୟାୟ ମିଳିବ ବୋଲି ଆଶା ବ୍ୟକ୍ତ କରିଛନ୍ତି। ଅନ୍ୟପକ୍ଷରେ ବିଜେପି ନେତା ମନଜିନ୍ଦର ସିଂହ ସିରସା କହିଛନ୍ତି ଯେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟରେ ସ୍ପଷ୍ଟ ଭାବେ କୁହାଯାଇଛି ଯେ କେଜ୍ରିୱାଲଙ୍କୁ କେବଳ ନିର୍ବାଚନ ପାଇଁ ଜାମିନ ମିଳିଛି ଏବଂ ଆସନ୍ତା ମାସ ପହିଲା ପରେ ତାଙ୍କୁ ପୁଣି ଜେଲ୍ ଯିବାକୁ ପଡ଼ିବ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories