www.samajalive.in
Sunday, December 14, 2025
26.1 C
Bhubaneswar

ଶଙ୍ଖ ଧରିଲେ ବିଜୟଙ୍କ ପୁଅ ଅରବିନ୍ଦ ମହାପାତ୍ର

ଭୁବନେଶ୍ୱର: ବିଜେଡିରେ ଯୋଗଦେଲେ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି। ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି ଅରବିନ୍ଦ। ବହୁ ପୂର୍ବରୁ ବିଜୟ ମହାପାତ୍ର ବିଜେଡିରେ ଥିଲେ। ହେଲେ ୨୦୦୦ ମସିହାରେ ଟିକେଟ କରିବାରୁ ଦଳରୁ ଦୂରେଇ ରହିଥିଲେ। ଏହାପରେ ଓଜିପି, ଏନସିପି ଏବଂ ବିଜେପିରେ ଯୋଡି ହୋଇଥିଲେ। ଗତ ୨୦୧୯ ନିର୍ବାଚନରେ ପରାଜୟ ପରେ ବିଜୟ ମହାପାତ୍ର ବିଜେପି ସହ ରାଜନୀତିରୁ ମଧ୍ୟ ଦୂରେଇ ରହିଥିଲେ। ଗତ ଦୁଇ ବର୍ଷ ହେଲାଣି ବିଜୟଙ୍କ ପୁଅ ଅରବିନ୍ଦ ପାଟକୁରା ନିର୍ବାଚନ ମଣ୍ଡଳୀରେ ସକ୍ରିୟ ରହିଥିବା ଦେଖିବାକୁ ମିଳିଛି। ପୁଅ ଅରବିନ୍ଦ ପାଟକୁରା ନିର୍ବାଚନ ମଣ୍ଡଳୀରେ ସକ୍ରିୟ ରହିବା ସହ ରାଜନୀତି କରିବା ନେଇ ସ୍ପଷ୍ଟ କରିଥିଲେ ବିଜୟ ମହାପାତ୍ର।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories