ଅଶୋକ କୁମାର ମିଶ୍ର ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ

ଡେସ୍କ : ଭାରତୀୟ ରେଳ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ସେବା (ଆଇଆରଏସଇଇ) ର ୨୦୧୧ ବ୍ୟାଚ୍ ର ଅଧିକାରୀ ଅଶୋକ କୁମାର ମିଶ୍ର ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ (ସିପିଆରଓ) ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଜନସମ୍ପର୍କ ଅଧିକାରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ଶ୍ରୀ ମିଶ୍ର ପୂର୍ବତଟ ରେଳପଥର ଉପ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ।

Comments are closed.