ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥୀତ୍ୱକୁ ଶାସକ ବିଜେଡିର ସମର୍ଥନ

ଡେସ୍କ: ରାଜ୍ୟସଭା ନିର୍ବାଚନ ପାଇଁ ଶାସକ ବିଜୁ ଜନତା ଦଳ ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ ଜଣାଇଛି । ବିଶେଷ କରି ରେଳବାଇ ଓ ଟେଲିକମ୍ କ୍ଷେତ୍ରରେ ଓଡ଼ିଶାର ବୃହତ୍ତର ସ୍ୱାର୍ଥ ପାଇଁ ବୈଷ୍ଣବଙ୍କ ପ୍ରାର୍ଥୀତ୍ୱକୁ ତାଙ୍କ ଦଳ ସମର୍ଥନ କରୁଛି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି। ୨୦୧୯ରେ ବିଜେଡି ସମର୍ଥନରେ ବୈଷ୍ଣବ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ଚଳିତ ମାସ ୨୭ ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ … Continue reading ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥୀତ୍ୱକୁ ଶାସକ ବିଜେଡିର ସମର୍ଥନ