www.samajalive.in
Sunday, December 7, 2025
15.1 C
Bhubaneswar

ଭୁବନେଶ୍ୱରରେ ଏଏସଆଇ ମହାନିର୍ଦେଶକ ଓ୍ବାଇ.ଏସ. ରାଓ୍ବତ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା(ଏଏସଆଇ) ମହାନିର୍ଦେଶକ ଓ୍ବାଇ.ଏସ. ରାଓ୍ବତ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ସେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିର, ଖଣ୍ଡଗିରି, ରତ୍ନଗିରି ଯାଇ ସ୍ଥିତି ପରଖିବେ ରାଓ୍ବତ। ଏହିସବୁ ଐତିହ୍ୟ ସ୍ମାରକୀକୁ କେତେ ସଂରକ୍ଷଣ ଆବଶ୍ୟକ ତାହା ଯାଞ୍ଚ ହେବ। ସବୁ ପୁରୁଣା ସ୍ମାରକୀ ଉପରେ ବିପଦ ଅଛି, ତାହାର ରକ୍ଷଣାବେକ୍ଷଣ ଆବଶ୍ୟକ। ଯାଞ୍ଚ କରିବାପରେ ବିଶେଷଜ୍ଞଙ୍କ ସହ ଆଲୋଚନା କରି ନିଷ୍ପତ୍ତି ନିଆଯିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories