www.samajalive.in
Monday, December 8, 2025
17.1 C
Bhubaneswar

ଲାଞ୍ଚ ନେବା ଭିଡିଓ ପ୍ରଘଟ ପରେ ଏଏସଆଇ ନିଲମ୍ବିତ

ବାଙ୍ଗିରିପୋଷି : ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନାର କାର୍ଯ୍ୟରତ ପୁଲିସ ଏଏସଆଇ ଅବଦୁଲ ମତଲବୀ ଖାନ ଜନୈକ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେବା ସମୟର ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ଘଟଣାରେ ବିଭାଗ ପକ୍ଷରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ମୟୂରଭଞ୍ଜ ଏସପି ବି ଗଙ୍ଗାଧର ବିବାଦୀୟ ଏଏସଆଇଙ୍କୁ ଚାକିରୀରୁ ନିଲମ୍ବିତ କରିବା ସହିତ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଥାଉକି, ଏକ ମାମଲା ରଫା ଦଫା କରିବା ପାଇଁ ଏଏସଆଇ ଅବଦୁଲ ମତଲବୀ ଖାନ ୫ ଜଣଙ୍କ ନାମ ଏତଲାରୁ ବାଦ ଦେବା ପାଇଁ ମୋଟା ଅଙ୍କର ଟଙ୍କା ନେଉଥିବା ଭିଡିଓ ପ୍ରଘଟ ହୋଇଥିଲା।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories