www.samajalive.in
Sunday, December 7, 2025
26.1 C
Bhubaneswar

ଏସୀୟ କ୍ରୀଡା ; ଭାରତକୁ ମିଳିଛି ୫ମ ସ୍ୱର୍ଣ୍ଣ

ନୂଆଦିଲ୍ଲୀ : ହାଙ୍ଗଝୌ ଏସୀୟ କ୍ରୀଡାରେ ଭାରତକୁ ମିଳିଛି ୫ମ ସ୍ୱର୍ଣ୍ଣ। ମହିଳା ସୁଟିଂରେ ସ୍ୱର୍ଣ୍ଣ ଜିତିଛନ୍ତି ସୁଟର ସାମ୍ରା। ୫୦ ମିଟର ରାଇଫଲ ଥ୍ରୀ ପୋଜିସନ ଇଭେଣ୍ଟରେ ସଫଳତା ମିଳିଛି। ସେହିପରି ସମାନ ଇଭେଣ୍ଟରେ ବ୍ରୋଞ୍ଜ ଜିତିଛନ୍ତି ଆଶି ଚୋକ୍‌‌ସି। ଭାରତକୁ ୫ ସ୍ୱର୍ଣ୍ଣ, ୫ ରୌପ୍ୟ, ୮ ବ୍ରୋଞ୍ଜ ସହ ଭାରତର ପଦକ ସଂଖ୍ୟା ୧୮କୁ ବୃଦ୍ଧି ହୋଇଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories