ସହକାରୀ ଜିଲାପାଳ ନିଲମ୍ବିତ
ଭୁବନେଶ୍ବର : ଜଗତସିଂହପୁର ଜିଲାର ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କା ନିଲମ୍ବିତ ହୋଇଛନ୍ତି । ଜଣେ କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀ । ଏହା ସହ ମହିଳା ମାର୍ଶଲିଂ ଅଧିକାରୀଙ୍କ ଜରିଆରେ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ।
Comments are closed.