www.samajalive.in
Friday, December 5, 2025
17.1 C
Bhubaneswar

ଦ୍ୱିତୀୟ ଥର ପାଇଁ ଭୁବନେଶ୍ୱର କ୍ଲବ ସଭାପତି ହେଲେ ଅସିତ ତ୍ରିପାଠୀ

ଭୁବନେଶ୍ୱର: ଭୁବନେଶ୍ୱର କ୍ଲବ ସଭାପତି ହୋଇଛନ୍ତି ଅସିତ ତ୍ରିପାଠୀ । ୮୫୮ ଖଣ୍ଡ ଭୋଟରେ ସେ ବିଜୟୀ ହୋଇଛନ୍ତି। ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଥିବା ଆଇଏଏସ ଅସିତ ତ୍ରିପାଠୀ ଲଗାତର ଦ୍ୱିତୀୟ ଥର ପାଇଁ କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରତିପକ୍ଷ ସତ୍ୟପ୍ରକାଶ ନନ୍ଦଙ୍କୁ ୬୬୯ ଖଣ୍ଡ ଭୋଟରେ ହରାଇ ଅସିତ୍ ତ୍ରିପାଠୀ ବିଜୟୀ ହୋଇଛନ୍ତି । ସତ୍ୟପ୍ରକାଶଙ୍କୁ ମୋଟ୍‌ ୧୮୯ ଖଣ୍ଡ ଭୋଟ ମିଳିଛି ।

ଅପରପକ୍ଷେ, ମହେନ୍ଦ୍ର ଗୁପ୍ତା କ୍ଲବର ଉପସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ୭୨୨ ଖଣ୍ଡ ଭୋଟ ପାଇ ଦିଲ୍ଲୀପ ରାଉତରାୟ ସମ୍ପାଦକ ହୋଇଥିବା ବେଳେ ଅଶୋକ ମିଶ୍ର ଯୁଗ୍ମ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories