www.samajalive.in
Saturday, December 6, 2025
19.1 C
Bhubaneswar

ସହକର୍ମୀଙ୍କୁ ପ୍ରତାରଣା, ଏଏସଓ ଗିରଫ

ସମାଜ ଡିଜିଟାଲ ଡେସ୍କ: ସହକର୍ମୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୁଲିସ ଜଣେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସଓ)ଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ବଳରାମ ଟୁଡୁ। ବଳରାମଙ୍କ ଘର ମୟୂରଭଞ୍ଜ ଜିଲାରେ।

ବଳରାମ ଏବଂ ତାଙ୍କର ଜଣେ ସହକର୍ମୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିଲା। ବିବାହ ପ୍ରତିଶ୍ରୁତି ଦେଇ ବଳରାମ ତାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଥିଲେ। ଯୁବତୀ ଜଣକ ଗର୍ଭବତୀ ହେବା ପରେ ବିବାହ କରିବାକୁ ଜିଦ କରିଥିଲେ। କିନ୍ତୁ ବଳରାମ ତାଙ୍କଠାରୁ ଦୂରେଇ ରହିଥିଲେ। ଏ ନେଇ ପୀଡ଼ିତା ନୟାପଲ୍ଲୀ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଏକ ମାମଲା ରୁଜୁ କରି ତାଙ୍କୁ ଗିରଫ କରିଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories