www.samajalive.in
Friday, December 5, 2025
20.1 C
Bhubaneswar

ଏଏସଓ ଚୟନ ; ଓପିଏସସି ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇ ନାହିଁ- ହାଇକୋର୍ଟ

କଟକ : ହାଇକୋର୍ଟରେ ଆସିଷ୍ଟାଣ୍ଟ ସେକ୍‌ସନ ଅଫିସର (ଏଏସଓ) ଚୟନ ଅନିୟମିତତା ମାମଲାରେ ଶୁକ୍ରବାର ହାଇକୋର୍ଟଙ୍କ ରାୟ ଆସିଛି। ମେଧା ତାଲିକା କାଏମ୍‌‌ ରଖିଛନ୍ତି ଉଚ୍ଚ ନ୍ୟାୟାଳୟ। ୧୧୦୪ ଜଣଙ୍କ ଓପିଏସସି ମେଧା ତାଲିକା କାଏମ ରଖିଲେ ହାଇକୋର୍ଟ। ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସସି) ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ଜଣକିଆ ଖଣ୍ଡପୀଠ ରାୟକୁ ଖାରଜ କଲେ ୨ ଜଣିଆ ଖଣ୍ଡପୀଠ। ଯେଉଁଠି ଚୟନ ପ୍ରକ୍ରିୟା ବନ୍ଦ ସେଠାରୁ ଚାଲୁ ରଖିବାକୁ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories