www.samajalive.in
Sunday, December 14, 2025
26.1 C
Bhubaneswar

ଛଅ ସପ୍ତାହରେ ଏଏସଓ ଚୟନ – ହାଇକୋର୍ଟ

କଟକ : ଛଅ ସପ୍ତାହରେ ଏଏସଓ ଚୟନ। ଏଏସଓ ଚୟନ ଅନିୟମିତତା ମାମଲାରେ ଆଜି ହାଇକୋର୍ଟ ରାୟ ଦେଇଛନ୍ତି। ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଅବମାନନା ମାମଲାରେ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମେ’୧୯ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ଏନେଇ ଏକ ଅବମାନନା ମାମଲା ଦାୟର ହୋଇଥିଲା। ସାନି ମେରିଟ୍‌‌ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories