www.samajalive.in
Saturday, December 6, 2025
23.1 C
Bhubaneswar

ଆସାମରେ ବନ୍ୟାସ୍ଥିତି ଉତ୍କଟ: ଉଦ୍ଧାର ପାଇଁ ୩୩ ବୋଟ୍

ନୂଆଦିଲ୍ଲୀ : ଆସାମରେ ବନ୍ୟାସ୍ଥିତି ଉତ୍କଟ ହେବାରେ ଲାଗିଛି । ୨୫ ଜିଲାରେ ୧୪ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ଅନ୍ୟପଟେ କାଜିରଙ୍ଗା ନ୍ୟାସନାଲ୍ ପାର୍କରେ ୧୭୪ ବନ୍ୟପ୍ରାଣୀଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି । ଏବେ ବି ଅନେକ ଲୋକ ବନ୍ୟା ପାଣିରେ ଫସି ରହିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ୩୩ଟି ବୋଟ୍ ନିୟୋଜିତ ଥିବାବେଳେ ଏପର୍ଯ୍ୟନ୍ତ ୮୪ରୁ ଅଧିକ ଲୋକ ପ୍ରାଣ ହରାଇଥିବା ସୂଚନା ମିଳିଛି ।

ବୈତରଣୀ ନଦୀ ଶଯ୍ୟାରୁ ପ୍ରାଚୀନ ଜୈନ ମୂର୍ତ୍ତି ଉଦ୍ଧାର, ବୌଦ୍ଧ ସଂଗ୍ରହାଳୟରେ ସ୍ଥାନିତ

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories