www.samajalive.in
Monday, December 15, 2025
15.1 C
Bhubaneswar

ରାଜଧାନୀରେ ଆସାମ ପୁଲିସର ଚଢାଉ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ଲୁଚିଥିବା କୁଖ୍ୟାତ ଅପରାଧୀକୁ ଧରିବାକୁ ଆସାମ ପୁଲିସ ଚଢାଉ କରିଛି । ଭୁବନେଶ୍ୱରରେ ଆତ୍ମଗୋପନ କରିଥିବା ଖବର ପାଇବା ପରେ ଆଜି ଆସାମ ପୁଲିସର ଏକ ଟିମ୍‍ ଆସି ଚଢାଉ କରିଥିବା ସୂଚନା ମିଳିଛି । କମିଶନରେଟ ପୁଲିସ ସହାୟତାରେ ଚଢାଉ କରୁଛି ଆସାମ ପୁଲିସ । ଇନଫୋସିଟି ପୁଲିସ ସହାୟତାରେ ଏକ ଆପାର୍ଟମେଣ୍ଟରେ ଚଢାଉ ଜାରି ରହିଛି । ତେବେ କିଏ ସେହି କୁଖ୍ୟାତ ଅପରାଧୀ ତାହା ସ୍ପଷ୍ଟ ହୋଇନି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories