www.samajalive.in
Saturday, December 13, 2025
26.1 C
Bhubaneswar

ବିଧାନସଭା ଅଚଳ, ଅପରାହ୍ନ ୩ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର: ଶୁକ୍ରବାର ବିଧାନସଭା ଆରମ୍ଭରୁ ଗୃହରେ ଅଚଳବସ୍ଥା ଦେଖିବାକୁ ମିଳିଛି । ଶାସକ ଦଳ ଓ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ଅପରାହ୍ନ ୩ଟା ଯାଏଁ ଗୃହ ମୁଲତବୀ ଘୋଷଣା କରିଛନ୍ତି । ଗୋଟିଏ ପଟେ ତୈଳ ଦର ବୃଦ୍ଧିକୁ ନେଇ ବିଜେଡି କର୍ମୀମାନେ ପ୍ରବଳ ହୋହାଲ୍ଲା କରିଥିବା ବେଳେ ଦୀର୍ଘ ଦିନ ଧରି ଶିକ୍ଷକଙ୍କ ଆନ୍ଦୋଳନକୁ ନେଇ କଂଗ୍ରେସ କର୍ମଚାରୀ ହଟ୍ଟଗୋଳ କରିଥିଲେ। ଫଳରେ ଗୃହକାର୍ଯ୍ୟ ଆରମ୍ଭ ହୋଇ ପାରିନଥିଲା । ବାଚସ୍ପତି ବାଧ୍ୟ ହୋଇ ଗୃହ ମୁଲତବୀ ଘୋଷଣା କରିଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories