www.samajalive.in
Sunday, December 14, 2025
15.1 C
Bhubaneswar

ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ: ୧୨ଟା ୧୫ ଯାଏ ଗୃହ ମୁଲତବୀ

ଭୁବନେଶ୍ଵର: ୧୨ଟା ୧୫ ଯାଏଁ ଗୃହ ମୁଲତବୀ । ଆଜି ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧି ସଦସ୍ୟଙ୍କ ହୋହାଲ୍ଲା ଏବଂ ନାରାବାଜି ଦେଖିବାକୁ ମିଳିଛି। ଗୃହର ମଧ୍ୟଭାଗକୁ ଆସି କଂଗ୍ରେସ ଓ ବିଜେଡି ସଦସ୍ୟ ମାନେ ହୋହାଲ୍ଲା କରିଥିଲେ।  ପ୍ରବଳ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ଗୃହକୁ ୧୨ଟା ୧୫ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ବିଜେଡି ନାରାବାଜି କରିଥିବାବେଳେ ନାରୀ ନିର୍ଯ୍ୟାତନା ପ୍ରସଙ୍ଗକୁ ନେଇ ଗୃହରେ ହଟ୍ଟଗୋଳ କରିଥିଲା କଂଗ୍ରେସ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories