www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ବ୍ୟୟମଞ୍ଜୁରୀ ବିଧେୟକ

ଭୁବନେଶ୍ୱର : ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ରାଜ୍ୟ ସରକାର ୨.୯୦ ଲକ୍ଷ କୋଟି ଟଙ୍କାର ବଜେଟ ବିଧାନସଭାରେ ଉପସ୍ଥାପନ କରିଛନ୍ତି। କିଛି ବିଭାଗର ଖର୍ଚ୍ଚଦାବି ଗୃହରେ ଆଲୋଚନା ପରେ ପାରିତ କରାଯାଇ ଥିବାବେଳେ ଶୁକ୍ରବାର ୨୨ଟି ବିଭାଗର ଖର୍ଚ୍ଚଦାବି ଗିଲୋଟିନ ଜରିଆରେ ପାରିତ ହୋଇଛି। ଆଜି ଗୃହରେ ବ୍ୟୟ ମଞ୍ଜୁରୀ ବିଧେୟକ ଆଗତ କରାଯାଇ ଏହା ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବିଧେୟକ ଗୃହୀତ ହେଲେ ସରକାର ଆଗାମୀ ଆର୍ଥିକ ବର୍ଷ ପାଇଁ ବଜେଟ ଅର୍ଥ ଖର୍ଚ୍ଚ କରିବେ। ପ୍ରଶ୍ନୋତ୍ତର ଏବଂ ଶୂନ୍ୟକାଳ ପରେ ଦିନ ୧୨ଟାରୁ ବିଧେୟକ ଉପରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories