www.samajalive.in
Monday, December 15, 2025
24.1 C
Bhubaneswar

ଚାଲିପାରିଲାନି ଗୃହ, ୧୨ଟା ଯାଏଁ ମୁଲତବୀ

ଭୁବନେଶ୍ଵର: ବିଧାନସଭା ବଜେଟ୍‌ ଅଧିବେଶନର ଆଜି ଦ୍ଵିତୀୟ ଦିନ। ତେବେ ଶୁକ୍ରବାର ବିଧାନସଭା ଆରମ୍ଭରୁ ଗୃହରେ ଅଚଳାବସ୍ଥା ଦେଖାଦେଇଛି। ପ୍ରବଳ ହଟ୍ଟଗୋଳ କାରଣରୁ ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ।

ବିଧାନସଭା ଆରମ୍ଭରୁ ହିଁ ବିରୋଧୀ ପ୍ରବଳ ହଟ୍ଟଗୋଳ ଓ ନାରାବାଜି କରିଥିଲେ। ଉଭୟ ବିଜେଡି ଓ କଂଗ୍ରେସ ଗୃହ ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ। ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ କରି କଂଗ୍ରେସ ହୋ ହାଲ୍ଲା କରିଥିବାବେଳେ ଏପଟେ ଚାଷୀ ମାରଣ ନୀତି ଓ କଟନୀ ଛଟନୀ ଅଭିଯୋଗରେ ବିଜେଡି ବିଧାୟକଙ୍କ ବିକ୍ଷୋଭ ଦେଖିବାକୁ ମିଳିଥିଲା। ଫଳରେ ଚାଲିପାରି ନଥିଲା ଗୃହକାର୍ଯ୍ୟ। ଏହାପରେ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

- Advertisement -

 

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories