www.samajalive.in
Saturday, December 13, 2025
26.1 C
Bhubaneswar

ବିଧାନସଭା ମୌସୁମୀ ଅଧିବେଶନ ଶେଷ

ଭୁବନେଶ୍ୱର – ବିଧାନସଭାର ମୌସୁମୀ ଅଧିବେଶନ ଶେଷ ହୋଇଛି । ମାତ୍ର ୬ଟି କାର୍ଯ୍ୟଦିବସ ପରେ ଏହାକୁ ମୁଲତବୀ ଘୋଷଣା କରାଯାଇଛି । ଏହି ଅଧିବେଶନ ଆରମ୍ଭରୁ ବାରମ୍ବାର ହୋହଲ୍ଲା ଯୋଗୁଁ ମୁଲତବୀ ହୋଇଥିଲା ।

କଂଗ୍ରେସ ଏହି ଅଧିବେଶନରେ ଅନାସ୍ଥା ପ୍ରସ୍ତାବ ଆଣିଥିଲା ।ମାତ୍ର ବାଚସ୍ପତ୍ତି ତାହାକୁ ଗ୍ରହଣ କରି ନଥିଲେ । ନାରୀ ପ୍ରସଙ୍ଗ ସହ ଅନ୍ୟାନ୍ୟ ପ୍ରସଙ୍ଗରେ ଏଥରର ବିଧାନସଭା ବାରମ୍ବାର ମୁଲତବୀ ହୋଇଥିଲା । ଗୋଟିଏ ଦିନ ପୂର୍ବରୁ ଏହି ଅଧିବେଶନ ଶେଷ ହୋଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories