www.samajalive.in
Saturday, December 6, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ଆଜି ବିଧାନସଭାରେ ଶୀତ ଅଧିବେଶନର ଦ୍ୱିତୀୟ ଦିନ। ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ପାଇଁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଗୃହର ମଧ୍ୟ ଭାଗକୁ ଆସି ପ୍ଲାକାର୍ଡ ଧରି ବିରୋଧୀ ହୋହଲ୍ଲା ସହ ନାରାବାଜି କରିଛନ୍ତି। ଆଦିବାସୀଙ୍କ ଜମି କିଣାବିକା ବିବାଦକୁ ନେଇ ହଟ୍ଟଗୋଳ ହୋଇଛି। ଏହାପରେ ଗୃହକୁ ମୁଲତବି ଘୋଷଣା କରାଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories