www.samajalive.in
Sunday, December 7, 2025
14.1 C
Bhubaneswar

୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ବିଧାନସଭାରେ ପ୍ରଶ୍ନକାଳ ବେଳେ ବୁଧବାର ବିରୋଧୀଙ୍କ ହଟ୍ଟଗୋଳ ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ସ୍ୱଭାବିକ ଭାବେ ଗୃହ ଚାଲି ପାରି ନାହିଁ। ଗତକାଲି ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିଧାନସଭା ଘେରାଉ ବେଳେ ପୁଲିସ ଓ ଯୁବମୋର୍ଚ୍ଚାଙ୍କ ମଧ୍ୟରେ ହୋଇଥିବା ଧସ୍ତାଧସ୍ତି, ମାଡଗୋଳ ଆଦି କାରଣରୁ ବିଜେପି ସଦସ୍ୟ ହଟ୍ଟଗୋଳ କରିଛନ୍ତି। ଫଳରେ ଗୃହରେ ଅଚଳ ଅବସ୍ଥା ସୃଷ୍ଟି ହେବାରୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ପୂର୍ବାହ୍ନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories