www.samajalive.in
Monday, December 15, 2025
16.1 C
Bhubaneswar

ଗାନ୍ଧିଜୀଙ୍କ ପ୍ରତି ଶାସକ ବିଧାୟକଙ୍କ ଅଶୋଭନୀୟ ମନ୍ତବ୍ୟ, ବିରୋଧୀଙ୍କ ମୌନ ପ୍ରତିବାଦ

ସମାଜଲାଇଭ ଡେସ୍କ: ବିଧାନସଭାରେ ଗାନ୍ଧିଜୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଦେଇଛନ୍ତି ଶାସକ ଦଳର ବିଧାୟକ ସନ୍ତୋଷ ଖଟୁଆ, ଯାହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ବିରୋଧୀ ସଦସ୍ୟ। ଗୁରୁବାର ଏଭଳି ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିବା ବିଧାନସଭା ଗୃହରେ। ଅପରାହ୍ନରେ ଶାସକ ବିଦାୟକ ଖଟୁଆ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଦେଇ ଅପମାନିତ କରିଥିଲେ। ଏହା ପ୍ରତିବାଦରେ ବିରୋଧୀ ବିଜେଡି ସଦସ୍ୟମାନେ ବାହାରକୁ ଆସି ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇ ମୌନ ପ୍ରତିବାଦ କରିଥିଲେ। କଂଗ୍ରେସ ପକ୍ଷରୁ ବି ଅନୁରୂପ ଭାବେ ପ୍ରତିବାଦ କରାଯିବା ସହିତ ସଦସ୍ୟମାନେ ଧାରଣା ଦେଇଥିଲେ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories