www.samajalive.in
Saturday, December 6, 2025
26.1 C
Bhubaneswar

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍‌ ସେବା- ଆଇଟି ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ୪୭ ହଜାର ୯୦୨ଟି ମୋବାଇଲ୍‌ ଟାୱାର ରହିଛି । ସେଥିରୁ ୧୨ ହଜାର ୬୦୨ଟି ୫ଜି ଟାୱାର । ଅଧିକ ୫ଜି ଟାୱାର ଅପଗ୍ରେଡ୍‌ କରାଯାଉଛି । ୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍‌ ସେବା ଉପଲବ୍ଧ ହେବ । ଏନେଇ ସୋମବାର ବିଧାନସଭାରେ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୨୦୨୫ ମାର୍ଚ୍ଚ ସୁଦ୍ଧା ଅନକନେକ୍ଟେଡ୍‌ ଗାଁକୁ ସେବା ପହଞ୍ଚାଇବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ସମସ୍ୟା ଦୂର କରିବା ପାଇଁ ଜିଲା ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କରାଯାଇଛି ।

୨୦୨୫ ଏପ୍ରିଲ ପର୍ଯ୍ୟନ୍ତ ଏହି ୫ ରାଶିଙ୍କୁ ଭାଗ୍ୟଶାଳୀ କରିବେ ବୃହସ୍ପତି: ଧନର ବର୍ଷା ସହ ହେବ ବିବାହ..

‘ପୁଷ୍ପା ୨ ଦି ରୁଲ୍‌’ ; ଭାଙ୍ଗିଲା ରେକର୍ଡ, ଆଡ୍‌ଭାନ୍ସ ବୁକିଙ୍ଗ୍‌ରେ ଏତିକି କୋଟି କଲା ଆୟ..

- Advertisement -

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories