www.samajalive.in
Monday, December 15, 2025
26.1 C
Bhubaneswar

ଜାରି ରହିଛି ପୋଲାଭରମ୍‌ ତାତି; ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ଚାଲିପାରୁନି ଗୃହ । ପୁଣି ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ । ପୋଲାଭରମ୍‌ ପ୍ରସଙ୍ଗରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ପୁଣି ଗୃହକୁ ମୁଲବତୀ ଘୋଷଣା କରାଯାଇଛି । କଂଗ୍ରେସ ଓ ବିଜେଡିର ନାରାବାଜି ଓ ହୋହଲ୍ଲା ପରେ ମୁଲବତୀ ଘୋଷଣା କରାଯାଇଛି । ପୋଲାଭରମ୍‌ ପ୍ରସଙ୍ଗ ବିଚାରାଧୀନ ଥିବାରୁ ଅଗ୍ରାହ୍ୟ କରିଥିଲେ ବାଚସ୍ପତି । ପ୍ରଥମେ ଏହି ପ୍ରସଙ୍ଗରେ ଗୃହକୁ ୧୧ଟା ୩୦ ଯାଏଁ ମୁଲବତୀ କରାଯାଇଥିଲା ।

ନୂଆବର୍ଷ ୨୦୨୫ରେ ବୃହସ୍ପତିଙ୍କ ଚଳନ : ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ.. କାହାର ବଢିବ ଦରମା, ସଫଳତା..

- Advertisement -

 

Hot this week

ଧାନ ବିକ୍ରିକୁ ନେଇ ଅନିଶ୍ଚିତତାରେ ଚାଷୀ, ବିଶ୍ରାମ ଗୃହରେ ଭରିଲେ ଧାନ

ରେଙ୍ଗାଲିକ୍ୟାମ୍ପ: ଧାନ କିଣାକୁ ନେଇ ରାଜ୍ୟର ବିଭିନ୍ନ ଜାଗାରେ ଚାଷୀ କୂଳ...

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

Related Articles

Popular Categories