www.samajalive.in
Tuesday, December 9, 2025
16.1 C
Bhubaneswar

ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର : ଚାଲିପାରୁନି ଗୃହ। ଶୂନ୍ୟକାଳରେ ଏଏସ୍‌ଓ ଚାକିରି ବିବୃତି ନେଇ ବିଜେଡିର ହୋହଲ୍ଲା ଓ ନାରାବାଜି ପ‌ରେ ଗୃହକୁ ୪ଟା ଯାଏଁ ବାଚସ୍ପତି ସୁରମା ପାଢୀ ମୁଲତବୀ ଘୋଷଣା କରିଛନ୍ତି। ଏହି ପ୍ରସଙ୍ଗରେ ପ୍ର୍ରଥମେ ମଧ୍ୟ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା।
ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତିକୁ ବିରୋଧ କରି ଗୃହରେ ହଟ୍ଟଗୋଳ ସହ ହୋହଲ୍ଲା ହୋଇଛି । ଗତକାଲି ଏଏସଓ ଚାକିରି ବିକ୍ରି ହୋଇଥିବା ଗୃହରେ ବିବୃତ୍ତି ରଖିଥିଲେ ମୁଖ୍ୟମନ୍ତ୍ରୀ । ବାଚସ୍ପତିଙ୍କ ପୋଡିୟମ୍‌ ତଳେ ବିଜେଡିର ହୋହଲ୍ଲା, ନାରାବାଜି ପରେ ଗୃହକୁ ମୁଲତବୀ ଘୋଷଣା କରାଯାଇଛି ।

ନୂଆବର୍ଷ ୨୦୨୫ : ଶନି କରିବେ ଓଲଟା ଚଳନ, ଏହି ରାଶି ହେବେ ମାଲାମାଲ୍‌, ମିଳିବ ସରକାରୀ ଚାକିରି..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories