www.samajalive.in
Monday, December 15, 2025
14.1 C
Bhubaneswar

ଯିବାକୁ ପଡିବନି ପଞ୍ଚାୟତ ଅଫିସ୍‌ ; ଘରେ ପହଞ୍ଚିବ ପିଡିଏସ୍‌ ଚାଉଳ-ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ଏଣିକି ଘରେ ପହଞ୍ଚିବ ପିଡିଏସ୍‌ ଚାଉଳ । ବୟସାଧିକ୍ୟ ଲୋକଙ୍କୁ ପିଡିଏସ୍‌ ସାମଗ୍ରୀକୁ ଘରେ ପହଞ୍ଚାଇବାକୁ ସରକାର କରିବାକୁ ଥିବା ଯୋଜନା ବିଷୟରେ ଜଣାଇବା ସହ ଯେଉଁମାନେ ଚାଉଳ ନେବାକୁ ପଞ୍ଚାୟତ ଅଫିସ ଆସି ପାରୁ ନାହାଁନ୍ତି, ସେମାନଙ୍କ ଘରକୁ ଚାଉଳ ପହଞ୍ଚାଇବାକୁ ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରକାର । ବାପା ପୁଅ ଅଲଗା ରହୁଥିଲେ ସେମାନଙ୍କୁ ମଧ୍ୟ ମିଳିବ ରାସନକାର୍ଡ । ଏନେଇ ବୁଧବାର ବିଧାନସଭାରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ସପ୍ତମ ଦିନରେ ସ୍ୱଭାବିକ ଚାଲିଛି ବିଧାନସଭା ପ୍ରଶ୍ନକାଳ।

ଖାଉ ନାହାଁନ୍ତି ତ ନକଲି ଅଟା? ମାତ୍ର ୫ ସେକେଣ୍ଡରେ ଜାଣନ୍ତୁ ଅଟା ଅସଲି କି ନକଲି..


ଯେଉଁମାନେ ଚାଉଳ ନେବାକୁ ପଞ୍ଚାୟତ କାର୍ଯ୍ୟାଳୟକୁ ଆସି ପାରୁ ନାହାଁନ୍ତି, ବୟସାଧିକ୍ୟ କାରଣରୁ ଟିପ ଚିହ୍ନ ଦେଇ ପାରୁନାହାଁନ୍ତି, ସେମାନଙ୍କ ପାଇଁ ଆସିବ ସ୍ୱତନ୍ତ୍ର ଆପ୍‌ । ସେମାନଙ୍କ ପାଖକୁ ଯାଇ ବାୟୋମେଟ୍ରିକ୍ସ ଗ୍ରହଣ କରାଯିବାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ଦେଖନ୍ତୁ ଭିଡିଓ; କେବଳ ଫଟୋ ପାଇଁ କୁମ୍ଭୀର ନିକଟକୁ ପିଲାଙ୍କୁ ପଠାଇଲେ,ତା’ପରେ..

- Advertisement -

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories