www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ଡ୍ୟାନ୍ସ ବାର୍‌ ସମ୍ପୂର୍ଣ୍ଣ ବନ୍ଦ ହେବ -ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଡ୍ୟାନ୍ସ ବାର୍‌ ସମ୍ପୂର୍ଣ୍ଣ ବନ୍ଦ ହେବ । ଏନେଇ ଶୁକ୍ରବାର ବିଧାନସଭାରେ ଉତ୍ତର ରଖି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ଓଡିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ। ସ୍କୁଲ, କଲେଜ, ମନ୍ଦିର ପାଖରେ ମଦ ଦୋକାନ ରହିବ ନାହିଁ । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ ରହିବ ମଦ ଦୋକାନ । ଚୋରା ମଦ କାରବାର ନେଟୱର୍କର ମୂଳୋତ୍ପାଟନ ହେବ।

ନେପାଳରେ ନଦୀକୁ ଖସିଲା ବସ୍‌ ;୧୪ ଭାରତୀୟ ମୃତ

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories