www.samajalive.in
Monday, December 15, 2025
27.1 C
Bhubaneswar

ରାଜଧାନୀରେ ଭଙ୍ଗାଯିବ ୧୯୧ଟି ବେଆଇନ୍‌ ଆପାର୍ଟମେଣ୍ଟ-ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଭଙ୍ଗା ଯିବ ଆପାର୍ଟମେଣ୍ଟ। ଭୁବନେଶ୍ୱରରେ ଥିବା ବେଆଇନ୍‌ ଆପାର୍ଟମେଣ୍ଟ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ମଙ୍ଗଳବାର ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନର ଏହି ଲିଖିତ ଉତ୍ତର ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।

ଗୁରୁ ଗ୍ରହ କରିବେ ଓଲଟା ଚଳନ; ୩ ରାଶିଙ୍କ ବଦଳିଯିବ ଭାଗ୍ୟ, କରିବେ ଧନ ବୃଦ୍ଧି..


ମନ୍ତ୍ରୀ କହିଛନ୍ତି, ବିଡିଏ ଅଧିନରେ ବେଆଇନ ଭାବେ ୪୯୧ଟି ଆପାର୍ଟମେଣ୍ଟ ଥିବାର ଅଭିଯୋଗ ହୋଇଥିଲା। ବର୍ତ୍ତମାନ ପାଇଁ ୧୯୧ଟି ଆପାର୍ଟମେଣ୍ଟ ଭାଙ୍ଗିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ୬୩ଟି ମାମଲା ଖାରଜ ହୋଇଥିବା ବେଳେ ୨୩୭ଟି ବିଚାରଧୀନ ରହିଛି।

ଦେଖନ୍ତୁ ଭିଡିଓ ; ମହାନଦୀ ଘାଟରେ ଘଡିଆଳ କୁମ୍ଭୀର

- Advertisement -

 

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories