www.samajalive.in
Saturday, December 13, 2025
26.1 C
Bhubaneswar

ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି – ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ରାଜ୍ୟରେ ମାପ ଏବଂ ଓଜନରେ ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି। ବୁଧବାର ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଉତ୍ତର ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ବର୍ଷକରେ ପ୍ରାୟ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ଜଣାପଡିଛି । ଯାଞ୍ଚ ସମୟରେ ୩୭୦ ପେଟ୍ରୋଲ ପମ୍ପ ଠକିଥିବା ବେଳେ ୨୧୮୧ ବ୍ୟବସାୟୀ କମ୍ପ୍ୟୁଟର ଓଜନରେ, ୧୦୧ ବ୍ୟବସାୟୀ ବଟକରା ଓ ୯୫ ଜଣ ପଳାରେ ଠକୁଛନ୍ତି।

ଅଧିକ ଘୁଙ୍ଗୁଡି ମାରୁଥିଲେ ହୋଇପାରେ ଗଳା କର୍କଟ; ଜାଣନ୍ତୁ କେମିତି ଦୂର ହେବ ସମସ୍ୟା..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories