ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି – ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର : ରାଜ୍ୟରେ ମାପ ଏବଂ ଓଜନରେ ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି। ବୁଧବାର ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଉତ୍ତର ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ବର୍ଷକରେ ପ୍ରାୟ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ଜଣାପଡିଛି । ଯାଞ୍ଚ ସମୟରେ ୩୭୦ ପେଟ୍ରୋଲ ପମ୍ପ ଠକିଥିବା ବେଳେ ୨୧୮୧ ବ୍ୟବସାୟୀ କମ୍ପ୍ୟୁଟର ଓଜନରେ, ୧୦୧ ବ୍ୟବସାୟୀ ବଟକରା ଓ ୯୫ ଜଣ ପଳାରେ ଠକୁଛନ୍ତି। Related … Continue reading ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି – ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
Copy and paste this URL into your WordPress site to embed
Copy and paste this code into your site to embed