www.samajalive.in
Saturday, December 6, 2025
15.1 C
Bhubaneswar

ଜବରଦଖଲକାରୀ ମାଡି ବସିଛନ୍ତି ରାଜଧାନୀର ମୂଲ୍ୟବାନ୍‌ ଜମି- ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର : ଜବରଦଖଲକାରୀ ମାଡି ବସିଛନ୍ତି ରାଜଧାନୀର ମୂଲ୍ୟବାନ୍‌ ଜମି । ରାଜଧାନୀର ପ୍ରାୟ ୩୦ ଏକର ଜମି ଜବରଦଖଲକାରୀଙ୍କ କବଜାରେ ରହିଛି । ଏନେଇ ବିଧାନସଭାରେ ମଙ୍ଗଳବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଲିଖିତ ଉତ୍ତର ରଖିଛନ୍ତି।

ସେପ୍ଟେମ୍ବର ୪ରେ ବୁଧଙ୍କ ଚଳନ; ଜାଣନ୍ତୁ କିଏ ସୌଭାଗ୍ୟଶାଳୀ ରାଶି, ଏମାନଙ୍କ ଉପରେ ହେବ ଧନବର୍ଷା..

- Advertisement -

ସାମପୁର ମୌଜାରେ ସର୍ବାଧିକ ୨୭ ଏକର ଜମି ଜବରଦଖଲ । ୧୬ଟି ଜବରଦଖଲ ମାମଲା ରୁଜୁ ହୋଇଥିବା ବେଳେ ଏହା ହାଇକୋର୍ଟରେ ବିଚାରଧୀନ ରହିଛି । ଗାଡକଣରେ ୨ ଏକର, ଚନ୍ଦ୍ରଶେଖରପୁରରେ ଦେଢ ଏକର ଜମି ଜବରଦଖଲରେ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।

ଦେଖନ୍ତୁ ଭିଡିଓ; ପ୍ରବଳ ବର୍ଷାରେ ଧରା ହେଲା ବିଶାଳ ଅଜଗର..

ଜିଓ ଆଣିଲା ଜବରଦସ୍ତ ଶସ୍ତା ପ୍ଲାନ୍‌ ; ମିଳିବ ଏସବୁ ସୁବିଧା..

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories