ଭୁବନେଶ୍ୱର : ବିଧାନସଭାରେ ଶୁକ୍ରବାର ପୁଣି ରେଭେନ୍ସା ତାତି ଦେଖିବାକୁ ମିଳିଛି । ଗୃହରେ ବିଜେଡିର ପ୍ରବଳ ହଟ୍ଟଗୋଳ ସହ ବାଚସ୍ପତିଙ୍କ ପୋଡିୟମ ତଳେ ବିଜେଡି ନାରାବାଜି କରିଛି । ଫଳରେ ସାଢେ ୧୨ଟା ଯାଏ ବାଚସ୍ପତି ଗୃହକୁ ମୁଲତବି ଘୋଷଣା କରିଛନ୍ତି ।

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!