www.samajalive.in
Saturday, December 13, 2025
26.1 C
Bhubaneswar

କେନ୍ଦୁଝର ଓ ଦେବଗଡରେ ସୁନା ଖଣିର ସନ୍ଧାନ – ଖଣି ମନ୍ତ୍ରୀ

ଭୁବନେଶ୍ୱର : କେନ୍ଦୁଝର ଓ ଦେବଗଡରେ ସୁନା ଖଣିର ସନ୍ଧାନ ମିଳିଛି। ଏନେଇ ଗୁରୁବାର ବିଧାନସଭାରେ ଖଣି ମନ୍ତ୍ରୀ ବିଭୂତି ଜେନା ଉତ୍ତର ରଖିଛନ୍ତି।
ବିଧାନସଭାରେ ବିଧାୟକ ଅଶ୍ୱିନୀ ପାତ୍ର ଏବଂ ଉପାସନା ମହାପାତ୍ରଙ୍କ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ଦେବଗଡ ଜିଲାର ରାମପଲୀ ଓ କେନ୍ଦୁଝର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଛି। ଏହି ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି ଓ ଭୂତତ୍ତ୍ୱ ନିର୍ଦ୍ଦେଶାଳୟର ସହଭାଗିତାରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି।

ନୂଆବର୍ଷ ୨୦୨୫ରେ ୪ ଗ୍ରହଙ୍କ ଚଳନ; ବାସ୍‌ ଆପଣାନ୍ତୁ ଏହି ଉପାୟ, ବର୍ଷଯାକ ସୁନାଭଳି ଚମକିବ ଭାଗ୍ୟ, ହେବେ ମାଲାମାଲ୍‌..

ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ୨୦୨୫ ନୂଆବର୍ଷରେ ହେବେ ଭାଗ୍ୟଶାଳୀ…

- Advertisement -

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories