www.samajalive.in
Friday, December 5, 2025
20.1 C
Bhubaneswar

ଆରମ୍ଭ ହେଲା ବିଧାନସଭା

ଭୁବନେଶ୍ୱର: ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଆରମ୍ଭ ରୁ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ପୂର୍ବତନ ସଦସ୍ୟ ହେମେନ୍ଦ୍ର ମହାପାତ୍ର , କୃଷ୍ଣଚନ୍ଦ୍ର ମଲ୍ଲିକ ଏବଂ ପୂର୍ବତନ କନଷ୍ଟେବଳ ସରୋଜ ପ୍ରଧାନଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ସିପିଆଇଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡା।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories