www.samajalive.in
Saturday, December 13, 2025
26.1 C
Bhubaneswar

୨୩ରେ ବିଧାନସଭା ଘେରିବ ବିଜେଡି

ଭୁବନେଶ୍ଵର : ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି। ଏଥିରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗ୍ରାମର ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ସାମିଲ ହେବେ। ପଞ୍ଚାୟତି ବ୍ୟବସ୍ତାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରାଯାଉଥିବା ଅଭିଯୋଗ ହୋଇଛି।  ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛି ବିଜେଡି। ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ବିଧାୟକ ଅରୁଣ ସାହୁ ଓ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ରହି ବିଜେପିକୁ ଟାର୍ଗେଟ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories