www.samajalive.in
Saturday, December 13, 2025
26.1 C
Bhubaneswar

୪ ହଜାରରୁ ଉର୍ଦ୍ଧ୍ବ ମନ୍ଦିରକୁ ଅଢେଇ କୋଟି ବଢିଲା ଅନୁଦାନ

ଭୁବନେଶ୍ଵର : ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ। ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ୪ ହଜାରରୁ ଅଧିକ ମନ୍ଦିରର ଆର୍ଥିକ ଅନୁଦାନ ରାଶି ବୃଦ୍ଧି କରିଛନ୍ତି ସରକାର। ପୂର୍ବାପେକ୍ଷା ଅଢେଇ କୋଟି ଅଧିକ ଅନୁଦାନ ଯୋଗାଇ ଦେଇଛନ୍ତି। ସରକାର ୫ କୋଟି ବଦଳରେ ୭ କୋଟି ୫୦ ଲକ୍ଷ ଟଙ୍କା ଯୋଗାଇ ଦେଇଛନ୍ତି। ଦେବୋତ୍ତର କମିଶନଙ୍କ ଅଧୀନରେ ୧୮ ହଜାରରୁ ଅଧିକ ମନ୍ଦିର ରହିଛି। ସେଥିମଧ୍ୟରୁ ୪ ହଜାର ୧୪୫ ମନ୍ଦିରକୁ ସ୍ଵତନ୍ତ୍ର ଆର୍ଥିକ ଅନୁଦାନ ଯୋଗାଇ ଦିଆଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories