www.samajalive.in
Sunday, December 7, 2025
15.1 C
Bhubaneswar

୫ ବର୍ଷରେ ଆତ୍ମହତ୍ୟା କଲେଣି ୭୨ ଛାତ୍ରଛାତ୍ରୀ

ଭୁବନେଶ୍ଵର: ଗତ ୫ ବର୍ଷରେ ସ୍କୁଲ ଓ କଲେଜରେ ୭୨ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ସରକାରୀ, ବେସରକାରୀ ସ୍କୁଲ ଏବଂ କଲେଜରେ ୭୨ ଜଣ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଆଜି ବିଧାନସଭାରେ କଂଗ୍ରେସ ବିଧାୟକ ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମାନସିକ ଚାପ, ମାନସିକ ଅସନ୍ତୁଳନ, ସ୍କୁଲ ହଷ୍ଟେଲରେ ଫୋନ୍ ବ୍ୟବହାର କରିବାକୁ ମନା, ଶିକ୍ଷାଗତ ଚାପ, ବନ୍ଧୁମାନଙ୍କ ସହିତ ଭୁଲ ବୁଝାମଣା, ପ୍ରେମ ବ୍ୟାପାରରୁ ଉପୁଜିଥିବା ସମସ୍ୟା ଯୋଗୁଁ  ଛାତ୍ରଛାତ୍ରୀମାନେ ଆତ୍ମହତ୍ୟା କରିଥିବା ଅନେକ ଶିକ୍ଷାନୁଷ୍ଠାନ ଗୁଡିକ ମତ ଦେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories