www.samajalive.in
Saturday, December 13, 2025
26.1 C
Bhubaneswar

ଗୃହରେ ବିରୋଧୀଙ୍କ ହଟ୍ଟଗୋଳ: ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ଵର: ବିଧାନସଭାର ସପ୍ତଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଆଜି ଦ୍ଵିତୀୟ ଦିନରେ ବି ସରଗରମ ହୋଇଛି ଗୃହ। ଗୃହ କାର୍ଯ୍ୟ ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ରାଜ୍ୟପାଳଙ୍କ ପୁଅ ଗିରଫ ଦାବିରେ ବିରୋଧୀମାନେ ଗୃହରେ ହଙ୍ଗାମା କରିଛନ୍ତି। ବିଜେପି ସରକାର ଓଡ଼ିଆ ଅସ୍ମିତା କଥା କହୁଥିବାରୁ ଟାର୍ଗେଟ କରିଛନ୍ତି ବିରୋଧୀ । ଗୃହ କାର୍ଯ୍ୟରେ ବାଧା ଉପୁଜିବାରୁ ପ୍ରଥମେ ଦିନ ୧୧ଟା ୩୦ ଏବଂ ପରେ ୪ଟା ଯାଏଁ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories