www.samajalive.in
Sunday, December 7, 2025
26.1 C
Bhubaneswar

ବିଧାନସଭା ଶୀତ ଅଧିବେଶନ; ଆରମ୍ଭରୁ ତାତି, ୪ଟା ଯାଏ ଗୃହ ମୁଲତବୀ..

ଭୁବନେଶ୍ୱର : ଆଜି ଠାରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ମାତ୍ର ଶୂନ୍ୟକାଳରେ ବିଜେଡି ଓ କଂଗ୍ରେସ ସଦସ୍ୟଙ୍କ ଆରମ୍ଭରୁ ପ୍ରବଳ ହୋହଲ୍ଲା ସହ ହଟ୍ଟଗୋଳ ହୋଇଥିଲା। ସମ୍ବିଧାନ ମୁଖବନ୍ଧରୁ ଧର୍ମ ନିରପେକ୍ଷ ଓ ସମାଜବାଦ ଶବ୍ଦ ନରହିବାରୁ ହଟ୍ଟଗୋଳ ହୋଇଥିଲା। ଫଳରେ ଅପରାହ୍ଣ ୪ଟା ଯାଏ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ।
ସୂଚନା ଯୋଗ୍ୟ, ଗୃହକାର୍ଯ୍ୟ ଆରମ୍ଭ ପୂର୍ବରୁ  ଦିବଂଗତ ନେତା ଓ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହେଲେ ଶୋକ ପ୍ରସ୍ତାବ ପରେ ପ୍ରଶ୍ନକାଳ ଆରମ୍ଭ ହେବା ପୂର୍ବରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳି ଥିଲା। କଂଗ୍ରେସ ଓ ବିଜେଡି ବିଧାୟକ ମାନେ ଗୃହର ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ। ଫଳରେ ପ୍ରଥମେ ଦିନ ୧୨ଟା ୨୫ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି।

ଶୁକ୍ର ଚଳନ; ନୂଆ ବର୍ଷରେ ଏହି ୫ ରାଶିଙ୍କୁ କରିବେ ଭାଗ୍ୟଶାଳୀ, ମିଳିବ ହଠାତ୍‌ ଧନ, ନୂଆ ଚାକିରି, ଚମକିବ ଭାଗ୍ୟ..

ବାସ୍ତୁ: କେମିତି ଜାଣିବେ ଘରେ ଅଛି ନକରାତ୍ମକ ଶକ୍ତି, ଚୁଟ୍‌କିରେ କରନ୍ତୁ ସମସ୍ୟାର ସମାଧାନ..

- Advertisement -

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories