www.samajalive.in
Sunday, December 14, 2025
14.1 C
Bhubaneswar

ବିମାନ ଯାତ୍ରୀଙ୍କ ସୁରକ୍ଷାକୁ ଅବହେଳା କରାଯିବନି: ସିନ୍ଧିଆ

ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କ ସୁରକ୍ଷାକୁ ସରକାର ପ୍ରାଥମିକତା ଦେଉଛନ୍ତି ଏବଂ ଏଥିରେ କୌଣସି ପ୍ରକାର ଅବହେଳା କରାଯିବ ନାହିଁ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଛନ୍ତି । ଘରୋଇ ବିମାନରେ ଅନେକ ବୈଷୟିକ ତ୍ରୁଟି ପରିଲକ୍ଷିତ ହେଉଥିବା ପ୍ରସଙ୍ଗରେ ସିନ୍ଧିଆ ଏପରି କହିଛନ୍ତି।
ନିକଟରେ ଘରୋଇ ବିମାନରେ ବୈଷୟିକ ତ୍ରୁଟି ପରିକ୍ଷଲକ୍ଷିତ ହୋଇଥିବାରୁ ସେଗୁଡିକ ମଧ୍ୟରୁ ଅନେକ ଅଧା ରାସ୍ତାରୁ ଫେରି ଆସିଥିବା ବେଳେ ଆଉ କେତେକ ଜରୁରୀକାଳୀନ ଅବତରଣ କରାଯାଇଥିଲା। ଲୋକସଭାରେ ଏ ସଂପର୍କିତ ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ସିନ୍ଧିଆ ଦର୍ଶାଇଛନ୍ତି ଗତବର୍ଷ ଜୁଲାଇରୁ ଚଳିତବର୍ଷ ଜୁନ୍‌ ମଧ୍ୟରେ ଘରୋଇ ବିମାନ କ୍ଷେତ୍ରରେ ୪୭୮ଟି ବୈଷୟିକ ତ୍ରୁଟିବିଚ୍ୟୁତି ପରିଲକ୍ଷିତ ହୋଇଥିଲା।

Hot this week

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

Related Articles

Popular Categories