ଦୀପାବଳିରେ ରାଶି ଅନୁଯାୟୀ କରନ୍ତୁ ଏସବୁ ଦାନ: ମିଳିବ ମା’ଲକ୍ଷ୍ମୀଙ୍କ କୃପା, ଦୂର ହେବ ସମସ୍ୟା..

ପ୍ରତ୍ୟେକ ବର୍ଷ କାର୍ତ୍ତିକ କୃଷ୍ଣ ପକ୍ଷର ଅମାବାସ୍ୟା ତିଥିରେ ଦୀପାବଳି ପର୍ବ ହର୍ଷ ଉଲ୍ଲାସରେ ପାଳନ କରାଯାଏ । ଚଳିତ ବର୍ଷ ୩୧ ଅକ୍ଟୋବର ୨୦୨୪, ଗୁରୁବାର ଦିନ ଦୀପାବଳି ପର୍ବ ପାଳନ କରାଯିବ । ଏହି ଦିନରେ ମା’ଲକ୍ଷ୍ମୀ ଓ ଭଗବାନ ଗଣେଶଙ୍କର ବିଶେଷ ଭାବେ ପୂଜାର୍ଚ୍ଚନା କରାଯାଏ । ଧାର୍ମିକ ମାନ୍ୟତା ଅନୁସାରେ ଦୀପାବଳି ଦିନ ପୂଜା-ପାଠ ଓ ଦାନ ଧର୍ମ କରିବା ଦ୍ୱାରା ବିଶେଷ ଲାଭ ମିଳିଥାଏ । ଜାଣନ୍ତୁ ରାଶି ଅନୁଯାୟୀ, … Continue reading ଦୀପାବଳିରେ ରାଶି ଅନୁଯାୟୀ କରନ୍ତୁ ଏସବୁ ଦାନ: ମିଳିବ ମା’ଲକ୍ଷ୍ମୀଙ୍କ କୃପା, ଦୂର ହେବ ସମସ୍ୟା..