www.samajalive.in
Tuesday, December 9, 2025
26.1 C
Bhubaneswar

ପାକିସ୍ତାନରେ ବଡ଼ ଧରଣର ବିସ୍ଫୋରଣ: ୩୯ମୃତ, ୨୦୦ ଆହତ

ଇସଲାମବାଦ: ପାକିସ୍ତାନରେ ବଡ଼ ଧରଣର ବିସ୍ଫୋରଣ ଘଟି ୩୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦୦ରୁ ଅଧିକ ଆହତ ହୋଇଛନ୍ତି। ଖାଇବର ପକଟୁଙ୍ଖୱା ପ୍ରୋଭିନ୍ସର ବଉଜର ଖାରରେ ଏକ ଶୋଭାଯାତ୍ରା ଚାଲିଥିବାବେଳେ ବିସ୍ଫୋରଣ ଘଟିଥିଲା। ଆହତମାନଙ୍କୁ ଉଦ୍ଧାର କରାଯାଇ ପେଶାୱାର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଜାମିୟତ ଉଲେମା ଇସଲାମ ଫଜଲ ପାର୍ଟିର ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ୩୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ଏଠାରେ କ୍ଷମତାସୀନ ମେଣ୍ଟରେ ସାମିଲ ଜମିୟତ ଉଲେମା ଫଜର ଶୋଭାଯାତ୍ରାବେଳେ ଏହି ବିସ୍ଫୋରଣ ଘଟିଛି । ମୃତକଙ୍କ ମଧ୍ୟରେ ଜାମିୟତ ଉଲେମା ଇସଲାମ ଫଜଲର ଜଣେ ବଡ଼ ନେତା ମୌଲାନା ଜିଆଉହ୍ଲାଙ୍କ ମଧ୍ୟ ମୃତ୍ୟୁ ହୋଇଛି । ଆକ୍ରମଣ ପଛରେ ଆତଙ୍କବାଦୀ ସଂଗଠନର ହାତ ଥାଇପାରେ ବୋଲି ପାର୍ଟି ପକ୍ଷରୁ କୁହାଯାଇଛି ।

Hot this week

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

Related Articles

Popular Categories