www.samajalive.in
Monday, December 15, 2025
27.1 C
Bhubaneswar

ପୁରୀରେ ପହଞ୍ଚିଲା ବାଜପେୟୀଙ୍କ ଅସ୍ଥି କଳସ ଯାତ୍ରା

ପୁରୀ: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅସ୍ଥି ଭୁବନେଶ୍ୱର ସ୍ଥିତ ବିଜେପି କାର୍ୟ୍ୟାଳୟରୁ ବାହାରି ବିରାଟ ଶୋଭାଯାତ୍ରାରେ ପୁରୀରେ ପହଞ୍ଚିଛି । କେନ୍ଦ୍ରମନ୍ତ୍ରୀଙ୍କ ସମେତ ଅନେକ ନେତା, କର୍ମୀ ଓ ହଜାର ହଜାର ପ୍ରଂଶସକ ଏହି ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି । ଅଠରନଳା ନିକଟରୁ ଅସ୍ଥି କଳସକୁ ପଦ ଯାତ୍ରାରେ ନିଆଯାଇ ମହୋଦଧିରେ ବିସର୍ଜନ କରାଯିବ । ରାଜ୍ୟର ଆନ୍ୟ ୪ଟି ମହାନଦୀ, ବ୍ରାହ୍ମଣୀ, ବୈତରଣୀ ଓ ଋଷିକୂଲ୍ୟ ନଦୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଚିତା ଭସ୍ମ ବିସର୍ଜନ ହେବ ବୋଲି ସୂଚନା ରହିଛି ।

ସୁଆଣ୍ଡୋ ସ୍ଵର୍ଗତଃ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପାୟୀଙ୍କ ଚିତାଭସ୍ମକୁ ସାକ୍ଷୀଗୋପାଳରେ ବିପୁଳ ଜନତା ସ୍ବାଗତ ଜଣେଇଥିଲେ । କାଦୁଆ ଛକରେ ବିଜେପିର ଯୁବନେତା ଓମ୍ ପ୍ରକାଶ ମିଶ୍ର , ସାକ୍ଷୀଗୋପାଳ ବସଷ୍ଟାଣ୍ଡରେ ପୁର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ ଓ ବୀରଗୋବିନ୍ଦ ପୁର ଠାରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଡବିଶ୍ଵନାଥ ରଥ  ସମେତ ସହସ୍ରାଧିକ ଜନତା ଅଟଳଜୀଙ୍କ ଚିତାଭସ୍ମକୁ ଅଟଳଜୀ ଅମର ରହେ ନାରା ଦେବା ସହ ଭବ୍ୟ ସମ୍ବର୍ଦ୍ଧନା ଦେଇଥିଲେ । ଏଠାରୁ ପୁରୀ ଅଭିମୁଖେ ଶୋଭାଯାତ୍ରା ବାହାରିଥିଲା ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories