www.samajalive.in
Monday, December 8, 2025
20.1 C
Bhubaneswar

ଓଲଟିଲା ଯାତ୍ରାପାର୍ଟି ଟ୍ରକ୍,୧୩ ଆହତ

ଆଠଗଡ: ଆଠଗଡର ପୁରୁଣା କଟକ-ସମ୍ବଲପୁର  ରାସ୍ତା ବାରବାଟୀ ପୋଖରି ନିକଟରେ ଯାତ୍ରାପାର୍ଟି ଟ୍ରକ ଓଲଟି ପଡିଥିବା ସୂଚନାମିଳିଛି। ଏହି ଦୁର୍ଘଟଣାରେ ୧୩ ଜଣ ଆହତ ହୋଇଛନ୍ତି। ଟ୍ରକଟି ସାବିତ୍ରୀ ଗଣନାଟ୍ୟର ବୋଲି ଜଣାପଡିଛି। ଟ୍ରକଟି ଭାରସାମ୍ୟ ହରାଇ ଏକ ବାଇକକୁ ଧକ୍କା ଦେଇ  ଓଲଟି ପଡିଥିଲା। ସାଲେପୁରରୁ ନାଟକ ସାରି ସମ୍ବଲପୁର ଫେରୁଥିବା ବେଳେ ରାସ୍ତାରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଦୁର୍ଘଟଣାରେ ଆହତ ୧୩ ଜଣଙ୍କୁ ଆଠଗଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ଆହତ ୧୩ ଜଣଙ୍କ ୭ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories